ଯିରିମୀୟ 5:29 - ପବିତ୍ର ବାଇବଲ29 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁ ପାଇଁ ସେମାନଙ୍କୁ ଦଣ୍ଡ ଦେବା ନାହିଁ? ଆମ୍ଭର ପ୍ରାଣ କ’ଣ ଏହିସବୁ ଲୋକମାନଙ୍କଠାରୁ ପରିଶୋଧ ନେବ ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ? Viz kapitolaଓଡିଆ ବାଇବେଲ29 ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?” Viz kapitola |