ଯିରିମୀୟ 5:31 - ପବିତ୍ର ବାଇବଲ31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେମାନଙ୍କ ନିର୍ଦ୍ଦେଶାନୁସାରେ ଯାଜକମାନେ କାର୍ଯ୍ୟ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହେବାକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶେଷରେ ଦଣ୍ଡ ସମୟରେ କ’ଣ କରିବେ? Viz kapitolaପବିତ୍ର ବାଇବଲ (Re-edited) - (BSI)31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ? Viz kapitolaଓଡିଆ ବାଇବେଲ31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ? Viz kapitola |