ଯିରିମୀୟ 50:10 - ପବିତ୍ର ବାଇବଲ10 ସେମାନେ କଲ୍ଦୀୟମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସେମାନେ ନିଜର ସନ୍ତୋଷ ଅନୁସାରେ ଲୁଣ୍ଠନ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, କଲ୍ଦୀୟା ଲୁଟଦ୍ରବ୍ୟ ହେବ; ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। Viz kapitolaଓଡିଆ ବାଇବେଲ10 ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, କଲ୍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। Viz kapitola |