ଯିରିମୀୟ 50:14 - ପବିତ୍ର ବାଇବଲ14 “ହେ ଧନୁର୍ଦ୍ଧର ବୀରଗଣ, ତୁମ୍ଭେମାନେ ବାବିଲ ବିରୁଦ୍ଧରେ ଆପଣା ସୈନ୍ୟ ସଜାଅ। ତୁମ୍ଭମାନଙ୍କର କୌଣସି ବାଣ ନ ରଖି ତାହା ପ୍ରତି ନିକ୍ଷେପ କର, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Viz kapitolaଓଡିଆ ବାଇବେଲ14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Viz kapitola |