ଯିରିମୀୟ 50:24 - ପବିତ୍ର ବାଇବଲ24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତରେ ତୁମ୍ଭେ ସେହି ଫାଶରେ ପଡ଼ିଯାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲ Viz kapitolaପବିତ୍ର ବାଇବଲ (Re-edited) - (BSI)24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ। Viz kapitolaଓଡିଆ ବାଇବେଲ24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ। Viz kapitola |