ଯିରିମୀୟ 50:26 - ପବିତ୍ର ବାଇବଲ26 “ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧରେ ଆସ। ତାହାର ଭଣ୍ଡାରସବୁ ଖୋଲିଦିଅ। ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶିପରି ଢିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେମାନେ ପ୍ରା; ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ତାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitolaଓଡିଆ ବାଇବେଲ26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ। Viz kapitola |