Online Bible

- Reklamy -




ଯିରିମୀୟ 50:35 - ପବିତ୍ର ବାଇବଲ

35 ସଦାପ୍ରଭୁ କହନ୍ତି, “କ‌‌ଲ୍‌‌ଦୀୟମାନଙ୍କୁ ବାବିଲର ଅଧିପତିଗଣଙ୍କୁ ଓ ଜ୍ଞାନୀମାନଙ୍କୁ ‌‌ଖ‌ଡ଼୍‌ଗ ବିନାଶ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ସଦାପ୍ରଭୁ କହନ୍ତି, କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି।

Viz kapitola kopírovat

ଓଡିଆ ବାଇବେଲ

35 ସଦାପ୍ରଭୁ କହନ୍ତି, “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସଦାପ୍ରଭୁ କହନ୍ତି, କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।

Viz kapitola kopírovat




ଯିରିମୀୟ 50:35

Následuj nás:

Reklamy


Reklamy