Online Bible

- Reklamy -




ଯିରିମୀୟ 50:37 - ପବିତ୍ର ବାଇବଲ

37 ଆଉ ସେମାନଙ୍କର ଅଶ୍ୱଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ‌‌ଖ‌ଡ଼୍‌ଗ ବିନାଶ କରିବ ଓ ସେମାନେ ଭୟଭୀତା ସ୍ତ୍ରୀମାନଙ୍କ ପରି ହେବେ। ସେମାନଙ୍କର ଭଣ୍ଡାରସବୁ ‌‌ଖ‌ଡ଼୍‌ଗରେ ବିନଷ୍ଟ ହେବ ଓ ସେସବୁ ଲୁଣ୍ଠିତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ସେମାନଙ୍କର ଅଶ୍ଵଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ତାରସମୂହ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।

Viz kapitola kopírovat

ଓଡିଆ ବାଇବେଲ

37 ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।

Viz kapitola kopírovat




ଯିରିମୀୟ 50:37

Následuj nás:

Reklamy


Reklamy