ଯିରିମୀୟ 50:41 - ପବିତ୍ର ବାଇବଲ41 “ଦେଖ, ଉତ୍ତର ଦିଗରୁ ଏକ ଶକ୍ତିଶାଳୀ ଗୋଷ୍ଠୀରୁ ଲୋକମାନେ ଆସୁଛନ୍ତି ଓ ପୃଥିବୀସ୍ଥ ସମସ୍ତ ପ୍ରାନ୍ତରୁ ବହୁରାଜା ଏକତ୍ର ଆସୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ। Viz kapitolaଓଡିଆ ବାଇବେଲ41 ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ। Viz kapitola |