ଯିରିମୀୟ 51:1 - ପବିତ୍ର ବାଇବଲ1 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ‘ଲେବ-କାମାଇ’ ନିବାସୀମାନଙ୍କ ବିରୁଦ୍ଧରେ ଏକ ଶକ୍ତିଶାଳୀ ବିନାଶକ ବାୟୁ ପ୍ରବାହିତ କରାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। Viz kapitola |