ଯିରିମୀୟ 51:13 - ପବିତ୍ର ବାଇବଲ13 ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦରେ ଐଶ୍ୱର୍ଯ୍ୟଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ୱଂସ ହେବାର ସମୟ ଆସିଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ଵର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ। Viz kapitolaଓଡିଆ ବାଇବେଲ13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ। Viz kapitola |