Online Bible

- Reklamy -




ଯିରିମୀୟ 51:16 - ପବିତ୍ର ବାଇବଲ

16 ଯେତେବେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତେବେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାୟୁ ପ୍ରବାହ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶଦ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ତାର-ସମୂହରୁ ବାୟୁ ବାହାର କରି ଆଣନ୍ତି।

Viz kapitola kopírovat

ଓଡିଆ ବାଇବେଲ

16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍‍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍‍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।

Viz kapitola kopírovat




ଯିରିମୀୟ 51:16

Následuj nás:

Reklamy


Reklamy