ଯିରିମୀୟ 51:25 - ପବିତ୍ର ବାଇବଲ25 ଆଉ ସଦାପ୍ରଭୁ କହନ୍ତି, “ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକି ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। Viz kapitolaଓଡିଆ ବାଇବେଲ25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। Viz kapitola |