ଯିରିମୀୟ 51:33 - ପବିତ୍ର ବାଇବଲ33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। Viz kapitolaଓଡିଆ ବାଇବେଲ33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।” Viz kapitola |