ଯିରିମୀୟ 51:36 - ପବିତ୍ର ବାଇବଲ36 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ ସୁରକ୍ଷା ଦେବା ଓ ତୁମ୍ଭ ପାଇଁ ପ୍ରତିଶୋଧ ନେବା। ପୁଣି ଆମ୍ଭେ ବାବିଲର ସମୁଦ୍ରକୁ ଶୁଖାଇ ଦେବା ଓ ତାହାର ନିର୍ଝରକୁ ଶୁଖାଇ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା। Viz kapitolaଓଡିଆ ବାଇବେଲ36 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା। Viz kapitola |