ଯିରିମୀୟ 51:38 - ପବିତ୍ର ବାଇବଲ38 “ସେମାନେ ଯୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆ ପରି ଘୋର ନାଦ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେମାନେ ଏକତ୍ର ଯୁବାସିଂହ ପରି ଗର୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ। Viz kapitolaଓଡିଆ ବାଇବେଲ38 ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ। Viz kapitola |