ଯିରିମୀୟ 51:50 - ପବିତ୍ର ବାଇବଲ50 ହେ ଖଡ଼୍ଗରୁ ବଞ୍ଚିତ ଲୋକମାନେ, ତୁମ୍ଭେମାନେ ଗ୍ଭଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୁଶାଲମକୁ ମନେ ପକାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ହେ ଖଡ଼୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ। Viz kapitolaଓଡିଆ ବାଇବେଲ50 ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ। Viz kapitola |