ଯିରିମୀୟ 51:51 - ପବିତ୍ର ବାଇବଲ51 “ଆମ୍ଭେ ଯିହୁଦାବାସୀ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ, ଆମ୍ଭେମାନେ ଅପମାନିତ ହୋଇଅଛୁ। କାରଣ ବିଦେଶୀମାନେ ସଦାପ୍ରଭୁଙ୍କର ମନ୍ଦିର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି। Viz kapitolaଓଡିଆ ବାଇବେଲ51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ‘ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।’ Viz kapitola |