ଯିରିମୀୟ 51:57 - ପବିତ୍ର ବାଇବଲ57 ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Viz kapitolaପବିତ୍ର ବାଇବଲ (Re-edited) - (BSI)57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତି-ଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ, ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। Viz kapitolaଓଡିଆ ବାଇବେଲ57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। Viz kapitola |