ଯିରିମୀୟ 6:1 - ପବିତ୍ର ବାଇବଲ1 ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୁଶାଲମରୁ ପଳାୟନ କର। ତିକୋୟ ନଗରରେ ତୂରୀ ବଜାଅ ଓ ବୈଥ୍ହକେରମରେ ଧ୍ୱଜା ଟେକ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। Viz kapitolaଓଡିଆ ବାଇବେଲ1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। Viz kapitola |