ଯିରିମୀୟ 6:12 - ପବିତ୍ର ବାଇବଲ12 ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା। Viz kapitolaଓଡିଆ ବାଇବେଲ12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।” Viz kapitola |