ଯିରିମୀୟ 6:3 - ପବିତ୍ର ବାଇବଲ3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗରେ ନେଇ ତାହା ପାଖକୁ ଆସିବେ, ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ। ପ୍ରତ୍ୟେକ ନିଜ ନିଜ ସ୍ଥାନରେ ପଲ ଚରାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ। Viz kapitolaଓଡିଆ ବାଇବେଲ3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ। Viz kapitola |