ଯିରିମୀୟ 6:4 - ପବିତ୍ର ବାଇବଲ4 “ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। Viz kapitolaଓଡିଆ ବାଇବେଲ4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।” Viz kapitola |