ଯିରିମୀୟ 7:24 - ପବିତ୍ର ବାଇବଲ24 “ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତ୍ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। Viz kapitolaଓଡିଆ ବାଇବେଲ24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। Viz kapitola |