ଯିରିମୀୟ 7:25 - ପବିତ୍ର ବାଇବଲ25 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସେମାନଙ୍କୁ ପାଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ; Viz kapitolaଓଡିଆ ବାଇବେଲ25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ; Viz kapitola |