ଯିରିମୀୟ 7:26 - ପବିତ୍ର ବାଇବଲ26 ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣା-ମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। Viz kapitolaଓଡିଆ ବାଇବେଲ26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। Viz kapitola |