ଯିରିମୀୟ 7:27 - ପବିତ୍ର ବାଇବଲ27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Viz kapitolaଓଡିଆ ବାଇବେଲ27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Viz kapitola |