ଯିରିମୀୟ 7:5 - ପବିତ୍ର ବାଇବଲ5 ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଯେବେ ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯେବେ ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର; Viz kapitolaଓଡିଆ ବାଇବେଲ5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର; Viz kapitola |