ଯିରିମୀୟ 7:6 - ପବିତ୍ର ବାଇବଲ6 ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର, Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେବେ ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Viz kapitolaଓଡିଆ ବାଇବେଲ6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Viz kapitola |