ଯିରିମୀୟ 7:7 - ପବିତ୍ର ବାଇବଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନ; କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Viz kapitolaଓଡିଆ ବାଇବେଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Viz kapitola |