ଯିରିମୀୟ 8:15 - ପବିତ୍ର ବାଇବଲ15 ଆମ୍ଭେମାନେ ଶାନ୍ତି ଆଶା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ସେ ଆମ୍ଭମାନଙ୍କୁ କ୍ଷମା ଦେବେ ବୋଲି ଇଚ୍ଛା କଲୁ, ମାତ୍ର କେବଳ ବିପଦ ମାଡ଼ି ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ ! Viz kapitolaଓଡିଆ ବାଇବେଲ15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ! Viz kapitola |