ଯିରିମୀୟ 9:11 - ପବିତ୍ର ବାଇବଲ11 “ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ୱଂସସ୍ଥାନ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା। Viz kapitolaଓଡିଆ ବାଇବେଲ11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।” Viz kapitola |