ଯିରିମୀୟ 9:14 - ପବିତ୍ର ବାଇବଲ14 ସେମାନେ ନିଜ ଇଚ୍ଛାନୁସାରେ ଅବାଧ୍ୟ ହୋଇଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସାରେ ବାଲ୍ଦେବ ତାଙ୍କର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି; Viz kapitolaଓଡିଆ ବାଇବେଲ14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି। Viz kapitola |