ଯିରିମୀୟ 9:17 - ପବିତ୍ର ବାଇବଲ17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; Viz kapitolaଓଡିଆ ବାଇବେଲ17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; Viz kapitola |