ଯିରିମୀୟ 9:20 - ପବିତ୍ର ବାଇବଲ20 ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ୟ ଗ୍ରହଣ କରୁ। ଆଉ “ତୁମ୍ଭେମାନେ ନିଜ ନିଜ କନ୍ୟାମାନଙ୍କୁ ହାହାକାର କରିବାକୁ ଓ ପ୍ରତ୍ୟେକ ନିଜ ପ୍ରତିବାସିନୀକୁ ବିଳାପ କରିବାକୁ ଶିକ୍ଷା ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ। Viz kapitolaଓଡିଆ ବାଇବେଲ20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। Viz kapitola |