ଯିରିମୀୟ 9:9 - ପବିତ୍ର ବାଇବଲ9 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା। ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି କ’ଣ ରହିପାରିବା?” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ? Viz kapitolaଓଡିଆ ବାଇବେଲ9 ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ? Viz kapitola |