ଯୋହନ 1:2 - ପବିତ୍ର ବାଇବଲ2 ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ। Viz kapitolaଓଡିଆ ବାଇବେଲ2 ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସୃଷ୍ଟିର ପ୍ରାରମ୍ଭରୁ ସେହି ବାକ୍ୟ ହିଁ ଈଶ୍ୱରଙ୍କ ସଙ୍ଗରେ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। Viz kapitola |