Online Bible

- Reklamy -




ଆୟୁବ 1:1 - ପବିତ୍ର ବାଇବଲ

1 ଊଷ୍ ଦେଶରେ ଆୟୁବ ନାମରେ ଜଣେ ବ୍ୟକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଥିଲା। ଆୟୁବ ପରମେଶ୍ୱରଙ୍କ ଉପାସନା କରିବା ବ୍ୟତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦକାର୍ଯ୍ୟରୁ ବିରତ ରହୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ, ସେହି ମନୁଷ୍ୟ ସିଦ୍ଧ ଓ ସରଳ ଓ ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।

Viz kapitola kopírovat

ଓଡିଆ ବାଇବେଲ

1 ଊଷ୍‍ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।

Viz kapitola kopírovat




ଆୟୁବ 1:1

Následuj nás:

Reklamy


Reklamy