Online Bible

- Reklamy -




ଆୟୁବ 1:17 - ପବିତ୍ର ବାଇବଲ

17 ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, “କ‌‌ଲ୍‌‌ଦୀୟମାନେ ତିନି ଦଳ ସୈନିକଙ୍କୁ ପଠାଇଛନ୍ତି ଏବଂ ଆକ୍ରମଣ କରିଛନ୍ତି ଏବଂ ଓଟମାନଙ୍କୁ ନେଇ ଗଲେ ଓ ସମସ୍ତ ଭୃତ୍ୟମାନଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କଲେ। ମୁଁ କେବଳ ଏକମାତ୍ର ଯିଏ ଏ ବିଷୟରେ ଆପଣଙ୍କୁ କହିବା ପାଇଁ ରକ୍ଷା ପାଇଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, କଲଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।

Viz kapitola kopírovat

ଓଡିଆ ବାଇବେଲ

17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

Viz kapitola kopírovat




ଆୟୁବ 1:17

Následuj nás:

Reklamy


Reklamy