Online Bible

- Reklamy -




ଆୟୁବ 1:18 - ପବିତ୍ର ବାଇବଲ

18 ସେ କଥା କହୁଥିବା ବେଳେ, ଅନ୍ୟ ଜଣେ ବାର୍ତ୍ତାବହ ଆସି କହିଲା, “ଆପଣଙ୍କ ପୁଅ-ଝିଅମାନେ ଯେତେବେଳେ ବଡ଼ ଭାଇର ଘରେ ଦ୍ରାକ୍ଷାରସ ପାନ ଓ ଖାଇବାରେ ବ୍ୟସ୍ତଥିଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;

Viz kapitola kopírovat

ଓଡିଆ ବାଇବେଲ

18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;

Viz kapitola kopírovat




ଆୟୁବ 1:18

Následuj nás:

Reklamy


Reklamy