Online Bible

- Reklamy -




ଆୟୁବ 1:19 - ପବିତ୍ର ବାଇବଲ

19 ସେହି ସମୟରେ ଏକ ଝଡ଼ ମରୁଭୂମି ଆଡ଼ୁ ଆସିଲା ଏବଂ ତାଙ୍କର ଘରକୁ ଭାଙ୍ଗି ଦେଲା। ଏବଂ ଆପଣଙ୍କ ପୁଅ ଝିଅମାନଙ୍କ ଉପରେ ପଡ଼ି ସମସ୍ତଙ୍କୁ ମାରି ଦେଲା। ମୁଁ କେବଳ ଏକମାତ୍ର ଯିଏ ଆପଣଙ୍କୁ ଏହା କହିବାକୁ ରକ୍ଷା ପାଇଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏଥି ମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।

Viz kapitola kopírovat

ଓଡିଆ ବାଇବେଲ

19 ଏଥି ମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”

Viz kapitola kopírovat




ଆୟୁବ 1:19

Následuj nás:

Reklamy


Reklamy