Online Bible

- Reklamy -




ଆୟୁବ 1:20 - ପବିତ୍ର ବାଇବଲ

20 ଆୟୁବ ଯେତେବେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦେଲା ଏବଂ ଦୁଃଖ ଓ ଗ୍ଳାନିରେ ଲଣ୍ଡା ହୋଇପଡ଼ିଲା। ତା'ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ୱରଙ୍କୁ ଉପାସନା କରିବାକୁ ଲାଗିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;

Viz kapitola kopírovat

ଓଡିଆ ବାଇବେଲ

20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;

Viz kapitola kopírovat




ଆୟୁବ 1:20

Následuj nás:

Reklamy


Reklamy