ଆୟୁବ 1:4 - ପବିତ୍ର ବାଇବଲ4 ଆୟୁବର ପୁଅମାନେ ପାଳି ପାଳି କରି ସେମାନଙ୍କ ଘରେ ଭୋଜି ପ୍ରସ୍ତୁତ କଲେ ଏବଂ ସେମାନଙ୍କ ତିନି ଭଉଣୀଙ୍କୁ ଏହି ଭୋଜିରେ ଯୋଗଦେବାକୁ ନିମନ୍ତ୍ରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି, ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କି ନିମନ୍ତ୍ରଣ କଲେ। Viz kapitolaଓଡିଆ ବାଇବେଲ4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ। Viz kapitola |