Online Bible

- Reklamy -




ଆୟୁବ 1:5 - ପବିତ୍ର ବାଇବଲ

5 ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶଯ୍ୟା ତ୍ୟାଗ କରି ତା'ର ପ୍ରତ୍ୟେକ ପୁଅର ମଙ୍ଗଳ ପାଇଁ ପରମେଶ୍ୱରଙ୍କ ନିକଟରେ ହୋମବଳି ଅର୍ପଣ କରୁଥିଲା। ସେ ଭାବୁଥିଲା, “ମୋ’ ପିଲାମାନେ ହୁଏତ ହୃଦୟରେ ପାପ କରି ପରମେଶ୍ୱରଙ୍କୁ ଶାପ ଦେଇଥାଇ ପାରନ୍ତି।” ଆୟୁବ ପ୍ରତ୍ୟେକ ଥର ଏପରି କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେସମସ୍ତଙ୍କ ସଂଖ୍ୟାନୁସାରେ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।

Viz kapitola kopírovat

ଓଡିଆ ବାଇବେଲ

5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।

Viz kapitola kopírovat




ଆୟୁବ 1:5

Následuj nás:

Reklamy


Reklamy