ଆୟୁବ 1:6 - ପବିତ୍ର ବାଇବଲ6 ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ୱର୍ଗଦୂତମାନଙ୍କ ପାଇଁ ସେହି ଦିନଟି ଉପସ୍ଥିତ ହେଲା। ସେହି ସ୍ୱର୍ଗଦୂତମାନଙ୍କ ସହିତ ଶୟତାନ ମଧ୍ୟ ସେଠାରେ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ6 ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା। Viz kapitola |