ଆୟୁବ 1:7 - ପବିତ୍ର ବାଇବଲ7 ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଶୟତାନ ସଦାପ୍ରଭୁଙ୍କୁ ଉତ୍ତର ଦେଲା, “ମୁଁ ପୃଥିବୀର ଏଣେତେଣେ ବିଚରଣ କରୁଥିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି। Viz kapitolaଓଡିଆ ବାଇବେଲ7 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।” Viz kapitola |