ଆୟୁବ 1:8 - ପବିତ୍ର ବାଇବଲ8 ତା'ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ମୋର ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଅଟେ। ସେ ପରମେଶ୍ୱରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ଯ୍ୟ କରିବାକୁ ପ୍ରତ୍ୟାଖାନ କରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ? Viz kapitolaଓଡିଆ ବାଇବେଲ8 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?” Viz kapitola |