ଆୟୁବ 1:9 - ପବିତ୍ର ବାଇବଲ9 ଶୟତାନ ଉତ୍ତର ଦେଲା, “ନିଶ୍ଚୟ! କିନ୍ତୁ ଆୟୁବର ପରମେଶ୍ୱରଙ୍କୁ ଉପାସନା କରିବାର ଯଥେଷ୍ଟ କାରଣ ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଆୟୁବ କʼଣ ଅକାରଣରେ ପରମେଶ୍ଵରଙ୍କୁ ଭୟ କରୁଅଛି? Viz kapitolaଓଡିଆ ବାଇବେଲ9 ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ଆୟୁବ କ’ଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଆୟୁବ କʼଣ ଅକାରଣରେ ପରମେଶ୍ୱରଙ୍କୁ ଭୟ କରୁଅଛି? Viz kapitola |