ଯୋୟେଲ 1:13 - ପବିତ୍ର ବାଇବଲ13 ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ଵରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି। Viz kapitolaଓଡିଆ ବାଇବେଲ13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି। Viz kapitola |