ଯୋୟେଲ 1:19 - ପବିତ୍ର ବାଇବଲ19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ଅଗ୍ନି ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରି ଦେଇଛି। ସେହି ଅଗ୍ନିଶିଖା ପ୍ରାନ୍ତରର ସମସ୍ତ ବୃକ୍ଷକୁ ପୋଡ଼ି ଜାଳି ଦେଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। Viz kapitolaଓଡିଆ ବାଇବେଲ19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। Viz kapitola |